ଓଡିଶାରେ ଚିନ୍ତା ବଢାଉଛି କରୋନା: ଆଜି ୮୨୧୬ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୪ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ ରାଜ୍ୟରେ ଆଜି ୮ ହଜାର ୨୧୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବଧିକ ୧୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ସୁନ୍ଦରଗଡରୁ ୬୩୬, କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୁଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, […] The post ଓଡିଶାରେ ଚିନ୍ତା ବଢାଉଛି କରୋନା: ଆଜି ୮୨୧୬ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ? appeared first on Odisha Bhaskar.

ଓଡିଶାରେ ଚିନ୍ତା ବଢାଉଛି କରୋନା: ଆଜି ୮୨୧୬ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର,୪ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ ରାଜ୍ୟରେ ଆଜି ୮ ହଜାର ୨୧୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବଧିକ ୧୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ସୁନ୍ଦରଗଡରୁ ୬୩୬, କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୁଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡାରୁ ୨୬୧, ନୟାଗଡରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, ଷ୍ଟେଟପୁଲ ଓ କଳାହାଣ୍ଡିରୁ ୨୩୮, ରାୟଗଡାରୁ ୨୩୨, ମୟୂରଭଞ୍ଜରୁ ୧୯୦, କୋରାପୁଟରୁ ୧୩୩, କେନ୍ଦୁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ ଓ ଦେବଗଡରୁ ୯୮ ଲେଖାଏଁ, କେନ୍ଦ୍ରାପଡାରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭, ମାଲକାନଗିରିରୁ ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । The post ଓଡିଶାରେ ଚିନ୍ତା ବଢାଉଛି କରୋନା: ଆଜି ୮୨୧୬ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ? appeared first on Odisha Bhaskar.