ଆଜି ପୁଣି ରାଜ୍ୟରେ ୭ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୨୭ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି […] The post ଆଜି ପୁଣି ରାଜ୍ୟରେ ୭ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ appeared first on Odisha Bhaskar.

ଆଜି ପୁଣି ରାଜ୍ୟରେ ୭ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର,୨୭ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସମ୍ବଲପୁରରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡରୁ ୨, ଭଦ୍ରକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । The post ଆଜି ପୁଣି ରାଜ୍ୟରେ ୭ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ appeared first on Odisha Bhaskar.