କାହାକୁ କେଉଁ ଟିକା ଦିଆଯିବ ସରକାର ନେବେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୩।୧: ଜାନୁୟାରୀ ୧୬ରୁ ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏବେ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ କରୋନା ଟିକା ଉପଲବ୍ଧ ହେଉଛି। ତେବେ ଲୋକେ କେଉଁ ଟିକା ନେବେ ତାହାକୁ ପସନ୍ଦ କରିପାରିବେ ନାହିଁ। ସରକାର କାହାକୁ କେଉଁ ଟିକା ଦିଆଯିବ ତାହାର ନିଷ୍ପତ୍ତି ନେବେ ବୋଲି ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ସୂଚନା ଦେଇଛନ୍ତି। The post କାହାକୁ କେଉଁ ଟିକା ଦିଆଯିବ ସରକାର ନେବେ ନିଷ୍ପତ୍ତି appeared first on Dharitri Odia News.