ଖୁସି ଖବର : ଓଡ଼ିଶାରେ ଆଜି ୧୨,୦୭୭ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୬।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୨,୦୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫ ଲକ୍ଷ ୧୪ ହଜାର ୫୩୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୦୭୨ ଜଣ ସୁସ୍ଥ […] The post ଖୁସି ଖବର : ଓଡ଼ିଶାରେ ଆଜି ୧୨,୦୭୭ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ? appeared first on Odisha Bhaskar.

ଖୁସି ଖବର : ଓଡ଼ିଶାରେ ଆଜି ୧୨,୦୭୭ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୧୬।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୨,୦୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫ ଲକ୍ଷ ୧୪ ହଜାର ୫୩୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୦୭୨ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୬୧୧ ଜଣ ଥିବା ବେଳେ, କଟକରୁ ୯୧୬, ଅନୁଗୁଳରୁ ୫୮୦, ସମ୍ବଲପୁରରୁ ୫୪୩, ବରଗଡ଼ରୁ ୪୬୨, ପୁରୀରୁ ୪୫୩, ବାଲେଶ୍ବରରୁ ୪୩୭, ବଲାଙ୍ଗିରରୁ ୪୩୫, ନବରଙ୍ଗପୁରରୁ ୪୨୯, ଝାରସୁଗୁଡ଼ାରୁ ୪୨୫, କଳାହାଣ୍ଡିରୁ ୪୦୧, ଭଦ୍ରକରୁ ୩୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । Another 12077 Covid patients have recovered and are being discharged on 16.05.2021 2072 from Sundargarh1611 from Khordha916 from Cuttack580 from Anugul543 from Sambalpur462 from Bargarh453 from Puri437 from Baleswar435 from Bolangir429 from Nabarangpur — H & FW Dept Odisha (@HFWOdisha) May 16, 2021 104 from Jajapur101 from Gajapati92 from Boudh69 from Kandhamal63 from Malkangiri357 from State Pool The total recovered cases of Odisha now stand at 514532 — H & FW Dept Odisha (@HFWOdisha) May 16, 2021 The post ଖୁସି ଖବର : ଓଡ଼ିଶାରେ ଆଜି ୧୨,୦୭୭ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ? appeared first on Odisha Bhaskar.