ଚାନ୍ଦବାଲି ଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ

ଭଦ୍ରକ ଅଫିସ/ ଚାନ୍ଦବାଲି,୨୮।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ସଦର ଆରଆଇ ସୁବ୍ରତ ମଳିକଙ୍କୁ ମଙ୍ଗଳବାର ଭଦ୍ରକ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆରଆଇ ସୁବ୍ରତ ପଣସପଡା ଗ୍ରାମର କିଶୋର କୁମାର ପଣ୍ଡାଙ୍କ ଠାରୁ ଲିଗାଲ ହେୟାର ସାର୍ଟିଫିକେଟ କରିଦେବା ନିମନ୍ତେ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାଲେ। ତେବେ ପୂର୍ବ ଯୋଜନା ମୁତାବକ କାର୍ଯ୍ୟାଳୟ ନିକଟରେ ଛକି ଥିବା ଭିଜିଲାନ୍ସ ଟିମ୍‌ ଆର୍‌ଆଇଙ୍କୁ କାବୁ କରିଥିଲେ। ତାଙ୍କ ନିକଟରୁ କେମିକାଲ ବୋଳା ଟଙ୍କା ଜବତ ହୋଇଛି। […] The post ଚାନ୍ଦବାଲି ଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ appeared first on Dharitri Odia News.

ଚାନ୍ଦବାଲି ଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ
ଭଦ୍ରକ ଅଫିସ/ ଚାନ୍ଦବାଲି,୨୮।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ସଦର ଆରଆଇ ସୁବ୍ରତ ମଳିକଙ୍କୁ ମଙ୍ଗଳବାର ଭଦ୍ରକ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆରଆଇ ସୁବ୍ରତ ପଣସପଡା ଗ୍ରାମର କିଶୋର କୁମାର ପଣ୍ଡାଙ୍କ ଠାରୁ ଲିଗାଲ ହେୟାର ସାର୍ଟିଫିକେଟ କରିଦେବା ନିମନ୍ତେ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାଲେ। ତେବେ ପୂର୍ବ ଯୋଜନା ମୁତାବକ କାର୍ଯ୍ୟାଳୟ ନିକଟରେ ଛକି ଥିବା ଭିଜିଲାନ୍ସ ଟିମ୍‌ ଆର୍‌ଆଇଙ୍କୁ କାବୁ କରିଥିଲେ। ତାଙ୍କ ନିକଟରୁ କେମିକାଲ ବୋଳା ଟଙ୍କା ଜବତ ହୋଇଛି। ଏହ ପରେ ଆର୍‌ଆଇଙ୍କୁ ଚାନ୍ଦବାଲିରୁ ଭଦ୍ରକ ନିଆ ଯାଉଥିବା ଜଣାପଡିଛି। The post ଚାନ୍ଦବାଲି ଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ appeared first on Dharitri Odia News.