ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଅଟକ

ଧାମନଗର, ୨୭।୭(ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଞ୍ଚଳର ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ସୋମବାର ସକାଳେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଥାନାରେ ଅଟକରଖି ପଚରାଉଚରା ଚଳାଇଛି। ନାବାଳିକାଙ୍କୁ ଡାକ୍ତରୀମାଇନା ପାଇଁ ପଠାଇବା ସହ ଥାନାରେ ଏକ ମାମଲା (ନଂ. ୧୪୦/୨୦) ରୁଜୁ ହୋଇଛି। The post ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଅଟକ appeared first on Dharitri Odia News.