ଫାଇଭ ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭାବେ ପାଣ୍ଡିଆନଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର
ଭୁବନେଶ୍ୱର: ଭି କେ ପାଣ୍ଡିଆନଙ୍କ ନୂଆ ନିଯୁକ୍ତି। ଫାଇଭ ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭାବେ ପାଣ୍ଡିଆନଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର। କ୍ୟାବିନେଟ ମନ୍ତ୍ରୀ ରାଙ୍କରେ ନିଯୁକ୍ତ କଲେ ରାଜ୍ୟ ସରକାର। ପାଣ୍ଡିଆନ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରିବେ। The post ଫାଇଭ ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭାବେ ପାଣ୍ଡିଆନଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର appeared first on Dreams Rider.