ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୨୩୫ ପଜିଟିଭ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୨୮ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୨୩୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୨୦ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 […] The post ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୨୩୫ ପଜିଟିଭ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ appeared first on Odisha Bhaskar.

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୨୩୫ ପଜିଟିଭ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର,୨୮ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୨୩୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୨୦ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 Report For 27th September New Positive Cases: 3235In quarantine: 1915Local contacts: 1320 (Details of local contacts will be shared by concerned Dist Administration) District Wise Cases 1. Angul: 1792. Balasore: 1003. Bargarh: 1374. Bhadrak: 675. Balangir: 101 — I & PR Department, Odisha (@IPR_Odisha) September 28, 2020 22. Mayurbhanj: 11823. Nawrangpur: 12424. Nayagarh: 4325. Nuapada: 10626. Puri: 7927. Rayagada: 10128. Sambalpur: 12029. Sonepur: 6530. Sundargarh: 10131. State Pool: 148 New Recovery: 3378Cumulative Tested: 3159400Positive: 212609Recovered: 173571Active Case: 38172 — I & PR Department, Odisha (@IPR_Odisha) September 28, 2020 ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୦୬ ଓ କଟକରୁ ୩୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । The post ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୨୩୫ ପଜିଟିଭ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ appeared first on Odisha Bhaskar.