ରାଜ୍ୟରେ ୧୧ ଜୀବନ ନେଲା କରୋନା

ଭୁବନେଶ୍ୱର,୧୪ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ […] The post ରାଜ୍ୟରେ ୧୧ ଜୀବନ ନେଲା କରୋନା appeared first on Odisha Bhaskar.

ରାଜ୍ୟରେ ୧୧ ଜୀବନ ନେଲା କରୋନା
ଭୁବନେଶ୍ୱର,୧୪ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କଟକରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ, କନ୍ଧମାଳ, ନୟାଗଡ,ମୟୂରଭଞ୍ଜ, ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । Regret to inform of the demise of eleven Covid positive patients while under treatment in hospitals. 1.A 35 year old male of Bhubaneswar who was also suffering from Diabetes, Hypertension & Old Cerebro Vascular accident. 2. A 52 year old male of Bhubaneswar. — H & FW Dept Odisha (@HFWOdisha) September 14, 2020 5.A 75 year old male of Cuttack district who was also suffering from Diabetes, hypertension, Cerebro Vascular Accident and Chronic Kidney Disease. 6.A 56 year old male of Cuttack district. 7.A 76 year old male of Cuttack district. — H & FW Dept Odisha (@HFWOdisha) September 14, 2020 11.A 58 year old male of Mayurbhanj district who was also suffering from Diabetes & Hypertension. — H & FW Dept Odisha (@HFWOdisha) September 14, 2020 The post ରାଜ୍ୟରେ ୧୧ ଜୀବନ ନେଲା କରୋନା appeared first on Odisha Bhaskar.