ଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଅଲଗା ହେବ +୨ ଓ + ୩ ମହାବିଦ୍ୟାଳୟ

ଭୁବନେଶ୍ୱର: ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ। ଅଲଗା ହେବ ରାଜ୍ୟର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟାଳୟ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗୁରୁବାର ଦିନ ସୂଚନା ଦେଇଛନ୍ତି। ନିଷ୍ପତ୍ତି ଅନୁସାରେ, ରାଜ୍ୟର ସମସ୍ତ ଯୁଗ୍ମ ମହାବିଦ୍ୟାଳୟରୁ +୨ ଓ +୩ ଅଲଗା ହେବ। ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି।