ଅପରାହ୍ନରେ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିବେ । ଆଜି ଅପରାହ୍ନରେ ବାତ୍ୟାଚଂଳ ପରିଦର୍ଶନ କରିବେ ମୁଖମନ୍ତ୍ରୀ । ଗତକାଲି ମୁଖ୍ୟମନ୍ତ୍ରୀ ବାତ୍ୟା ପ୍ରଭାବିତ ଜିଲ୍ଲାର ୧୨୮ଟି ଜଳବନ୍ଦୀ ଗାଁର ସବୁ ପରିବାରକୁ ୭ ଦିନ ରିଲିଫ ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ । The post ଅପରାହ୍ନରେ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ appeared first on News Room Odisha.