ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର, ୨୦ା୩ (ଓଡିଶା ଭାସ୍କର): ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ରାଉରକେଲା ଏନଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏଥିସହିତ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଆଜି ସନ୍ଧ୍ୟା ୬ଟା ୨୫ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେ ଆଜି ରାଜଭବନରେ ରାତ୍ରିଯାପନ କରିବା ସହ ଆସନ୍ତାକାଲି ସକାଳ ୯ଟା ୪୫ ମିନିଟରେ ଝାରସୁଗୁଡ଼ା ବିମାନ […] The post ଆଜି ଆସୁଛନ୍ତି ରାଷ୍ଟ୍ରପତି appeared first on Odisha Bhaskar.

ଆଜି ଆସୁଛନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର, ୨୦ା୩ (ଓଡିଶା ଭାସ୍କର): ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ରାଉରକେଲା ଏନଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏଥିସହିତ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଆଜି ସନ୍ଧ୍ୟା ୬ଟା ୨୫ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେ ଆଜି ରାଜଭବନରେ ରାତ୍ରିଯାପନ କରିବା ସହ ଆସନ୍ତାକାଲି ସକାଳ ୯ଟା ୪୫ ମିନିଟରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ । ତା’ପରେ ସକାଳ ୧୦ଟା ୫୫ ମିନିଟରେ ରାଉରକେଲା ଏନଆଇଟିରେ ପହଞ୍ଚି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଆଗମନକୁ ଲକ୍ଷ୍ୟ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । The post ଆଜି ଆସୁଛନ୍ତି ରାଷ୍ଟ୍ରପତି appeared first on Odisha Bhaskar.