ଆସନ୍ତା ୩ଦିନ ପ୍ରବଳ ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା ରହିବେ ସତର୍କ

ଭୁବନେଶ୍ୱର, ୧୨ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ଥିବା ବେଳେ ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓ ପଶଚିମ ଓଡ଼ିଶାରେ ୩ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୪ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ଜିଲ୍ଲା ଗୁଡ଼ିକ ମାଲକାନଗିରି, ଗଜପତି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପ୍ରସ୍ତୁତ ରହିବାକୁ […] The post ଆସନ୍ତା ୩ଦିନ ପ୍ରବଳ ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା ରହିବେ ସତର୍କ appeared first on Odisha Bhaskar.

ଆସନ୍ତା ୩ଦିନ ପ୍ରବଳ ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା ରହିବେ ସତର୍କ
ଭୁବନେଶ୍ୱର, ୧୨ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ଥିବା ବେଳେ ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓ ପଶଚିମ ଓଡ଼ିଶାରେ ୩ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୪ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ଜିଲ୍ଲା ଗୁଡ଼ିକ ମାଲକାନଗିରି, ଗଜପତି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି । ୧୫ତାରିଖରେ ପାଗ ଶୁଖିଲା ରହିବା ସହ ୧୬ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଦେଖା ଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।   The post ଆସନ୍ତା ୩ଦିନ ପ୍ରବଳ ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା ରହିବେ ସତର୍କ appeared first on Odisha Bhaskar.