ଖୁସି ଖବର: ରାଜ୍ୟରେ ଆଜି ୧୩୧୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୮।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୩୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୮୮,୧୬୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Another 1311 Covid patients have recovered and are being discharged on 08.11.2020 158 […] The post ଖୁସି ଖବର: ରାଜ୍ୟରେ ଆଜି ୧୩୧୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ? appeared first on Odisha Bhaskar.

ଖୁସି ଖବର: ରାଜ୍ୟରେ ଆଜି ୧୩୧୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୮।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୩୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୮୮,୧୬୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Another 1311 Covid patients have recovered and are being discharged on 08.11.2020 158 from Khordha94 from Cuttack86 from Mayurbhanj67 from Nuapada64 from Jagatsinghpur62 from Jajapur59 from Puri57 from Kendrapara55 from Baleswar54 from Keonjhar52 from Bolangir — H & FW Dept Odisha (@HFWOdisha) November 8, 2020 ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।   10 from Rayagada2 from Gajapati30 from State Pool The total recovered cases of Odisha now stand at 288168 — H & FW Dept Odisha (@HFWOdisha) November 8, 2020 The post ଖୁସି ଖବର: ରାଜ୍ୟରେ ଆଜି ୧୩୧୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ? appeared first on Odisha Bhaskar.