ଚଳିତବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ ।୧୦(ଓଡିଶା ଭାସ୍କର): ଆସନ୍ତାକାଲି ନିଜର ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ ନିଜର ଜନ୍ମଦିନ ନ ପାଳିବାକୁ ନିଷ୍ପତ୍ତି ନେଇଛନ୍ତିି । ଜନ୍ମଦିନରେ ଗରିବ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ସେ ନିବେଦନ କରିଛନ୍ତି । ରକ୍ତଦାନ ଓ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ ଓଡିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ମୁଁ […] The post ଚଳିତବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ appeared first on Odisha Bhaskar.

ଚଳିତବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ ।୧୦(ଓଡିଶା ଭାସ୍କର): ଆସନ୍ତାକାଲି ନିଜର ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ ନିଜର ଜନ୍ମଦିନ ନ ପାଳିବାକୁ ନିଷ୍ପତ୍ତି ନେଇଛନ୍ତିି । ଜନ୍ମଦିନରେ ଗରିବ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ସେ ନିବେଦନ କରିଛନ୍ତି । ରକ୍ତଦାନ ଓ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ ଓଡିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ମୁଁ ସୁବବେଳେ ଋଣୀ ରହିବି । ୮ ମାସ ହେଲା କୋଭିଡ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି ।’ The post ଚଳିତବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ appeared first on Odisha Bhaskar.