ଟ୍ରକକୁ ପଛରୁ ପିଟିଲା ଆମ୍ବୁଲାନ୍ସ

ଇାଲେଶ୍ୱର, ୪ା୯(ଓଡ଼ିଶା ଭାସ୍କର): ବାଲେଶ୍ୱର ସ୍ଥିତ ଏନଏଚ-୬୦ ରୁପସା ଥାନା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି । ସେଠାରେ ଏକ ଟ୍ରକକୁ ପଛରୁ ଏକ ଆମ୍ବୁଲାନ୍ସ ପଛରୁ ପିଟିଥିବା ସୂଚନା ମିଳିଛି । ଏହି ଦୁର୍ଘଟଣାରେ ୪ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଭୋଗରାଇରୁ ରୋଗୀ ନେଇ ବାଲେଶ୍ୱର ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । The post ଟ୍ରକକୁ ପଛରୁ ପିଟିଲା ଆମ୍ବୁଲାନ୍ସ appeared first on Odisha Bhaskar.