ଡିସେମ୍ବର ୧୭ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଆପଣଙ୍କ ଉନ୍ନତ ଚିନ୍ତାଧାରା ଓ ସହ-ଯୋଗୀ ମନୋଭାବ ସାମାଜିକ ଜୀବନକୁ ମଧୁରତର କରିବ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ । ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ । ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ । ଛାତ୍ରଛାତ୍ରୀ- ବିଜ୍ଞ ହେବେ । କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ । ବ୍ୟବସାୟୀ- ନୂଆ ଡିଲ୍ ମିଳିବ । ଗୃହିଣୀ- ସୁଖୀ ହେବେ । ବୃଷ – ଖଳ ଲୋକଙ୍କ ପ୍ରରୋଚନାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରୋକ୍ଷରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଠାରୁ ଦୂରେଇ ରହିବା ଭଲ ହେବ। ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ । ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ । ରୋଗୀ- ସୁସ୍ଥ ଅନୁଭବ କରିବେ । ଛାତ୍ରଛାତ୍ରୀ- ସାଠରେ ମନ ଦେବେ । କର୍ମଜୀବି- ପ୍ରଶଂସିତ ହେବେ । ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ । ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ । ମିଥୁନ – କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ସନ୍ଧ୍ୟାରେ ସାଙ୍ଗସାତୀଙ୍କ ସହ ସତ୍‌-ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ । ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇ ଅଟକିଥିବା କାମକୁ ସଜାଡି ନେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।  ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ । ରୋଗୀ- ସତର୍କତାର ଦିନ । ଛାତ୍ରଛାତ୍ରୀ- ବ୍ୟାୟାମ କରନ୍ତୁ । କର୍ମଜୀବି- ଉନ୍ନତିର ମାର୍ଗ ମିଳିବ । ବ୍ୟବସାୟୀ- ପ୍ରଚୁର ଲାଭ ହେବ । ଗୃହିଣୀ- ଧର୍ଯ୍ୟବାନ୍ ହେବେ । କର୍କଟ – କାର୍ଯ୍ୟ ସିଦ୍ଧି ହୋଇଯିବା କାରଣରୁ ମନ ପ୍ରଫୁଲ୍ଲ ରହିବ । ବହୁ ଦିଗରୁ ସହ-ଯୋଗ , ସୁଖ ସମ୍ମାନ ପାଇ ଖୁସି ହେବେ । ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ । ଚାଷୀ- ଜଳ ସଞ୍ଚୟ କରନ୍ତୁ । ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି । ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ । କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ । ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ । ସିଂହ – କର୍ମକ୍ଷେତ୍ରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହେବାର ସୂଚନା ଦେଖା ଦେଇପାରେ । ମାତ୍ର ଆପଣ ଉପସ୍ଥିତି ବୁଦ୍ଧି ଖଟାଇ କାର୍ଯ୍ୟ ସାଧନ କରିପାରିବେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ । ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ । ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ । କର୍ମଜୀବି- ସ୍ୱକାର୍ଯ୍ୟ କରିବେ । ବ୍ୟବସାୟୀ- ଦେଶୀ ଜିନିଷ ଅଧିକା ବ୍ରିକ୍ରୀ ହେବ । ଗୃହିଣୀ- ମିତ୍ର ସୁଖ ପାଇବେ । କନ୍ୟା – କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭ କରିବା ଫଳରେ ଲୋକ ସମ୍ପର୍କ ବଢିବ ଓ ପ୍ରଶଂସିତ ମଧ୍ୟ ହେବେ । ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ । ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ । ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି । ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ । କର୍ମଜୀବି- ସମ୍ମାନ ପାଇବେ । କର୍ମଜୀବି- ଉନ୍ନତିର ମାର୍ଗ ମିଳିବ । ବ୍ୟବସାୟୀ- ଚୌର ଭୟ ଅଛି । ତୁଳା – ଯାହା  ପାଉଛନ୍ତି ସେତିକିରେ ସନ୍ତୁଷ୍ଟ ରହିବା ଭଲ । ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ସ୍ୱାତୀ ନକ୍ଷତ୍ର ପୂର୍ବ ସ୍ଥିରୀକୃତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ରଙ୍ଗ ୨ । ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ । ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ । କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ । ବ୍ୟବସାୟୀ- ସ୍ୱାଭିମାନୀ ହେବେ । ଗୃହିଣୀ- ମାନସିକ ଶାନ୍ତି ପାଇବେ । ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ । ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ । ବିଛା – ଆଜି ଜ୍ୟେଷ୍ଠା ନକ୍ଷତ୍ରର ଯାଜା ଭାବୁଥିବେ କାମ କରିବା ବେଳକୁ ତାହା ଓଲଟା ହୋଇଯିବ । ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ସଫଳତା ହାସଲ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ । ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ) ରୋଗୀ- ସତର୍କତାର ଦିନ । ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ । କର୍ମଜୀବି- ପ୍ରଶଂସିତ ହେବେ । ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ । ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ । ଧନୁ – ନୂତନ କର୍ମାରମ୍ଭରେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ । ବନ୍ଧୁମାନଙ୍କ ଉପରେ ପୂର୍ଣ୍ଣ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ । ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ । ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ । କର୍ମଜୀବି- ସମ୍ମାନିତ ହେବେ । ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ । ଗୃହିଣୀ- ଧାର୍ମିକ ହେବେ । ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି । ମକର – ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ଓ ମନରେ ସନ୍ଦେହଜନିତ ଅଶାନ୍ତ ଭାବନା ସୃଷ୍ଟି ହୋଇପାରେ । ଯାତ୍ରା ସମୟରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ । ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ । ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ । ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ । କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ । ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ । ଗୃହିଣୀ- ଧର୍ଯ୍ୟବାନ୍ ହେବେ । କୁମ୍ଭ  – ମନାନ୍ତରଜନିତ ମିତ୍ରମାନେ ଶତ୍ରୁ ପାଲଟି ଯିବେ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବା ସହିତ ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ । ଚାଷୀ- ଉତ୍ତମ ଫଳ ପାଇବେ । ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ । ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ । କର୍ମଜୀବି- ଅର୍ଥ ହାନୀ ହେବ । ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ । ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ । ମୀନ – ସକାଳୁ ସକାଳୁ ଖୁସି ଖବରଟିଏ ମନରେ ଉତ୍ସାହ ଭରି ଦେବ । ଆଜିର କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ମାନସିକ ଶାନ୍ତି ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ । ଚାଷୀ- ଜଳ ସଞ୍ଚୟ କରନ୍ତୁ । ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ । ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ । କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ । ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ । ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।