ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍‌ ପାରକର ତାଙ୍କର ଚିକିତ୍ସା କରୁଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ ମେ’ରେ ୯୮ ବର୍ଷ ବୟସ୍କ ଦିଲ୍ଲୀପ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। The post ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି… appeared first on Dharitri Odia News.