ନୂଆଁଖାଇ ଅବସରରେ ଛୁଟିଲା ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୨୩/୮(ଓଡିଶା ଭାସ୍କର): ନୂଆଁଖାଇ ଓଡିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । କିନ୍ତୁ କରୋନା ପାଇଁ ଚଳିତ ବର୍ଷ ବେଶି ଧୁମଧାମରେ ଏହାର ପାଳନ କରାଯିବ ନାହିଁ । ଅନ୍ୟପଟେ ଆଜି ରାଜ୍ୟବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିବ ସହ ମୁଖ୍ୟମନ୍ତ୍ରୀ ସଭିଙ୍କୁ ନୂଆଁଖାଇ ଜୁହାର ଜଣାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଜ୍ୟବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ସମସ୍ତଙ୍କର ଉନ୍ନତି […] The post ନୂଆଁଖାଇ ଅବସରରେ ଛୁଟିଲା ଶୁଭେଚ୍ଛାର ସୁଅ appeared first on Odisha Bhaskar.

ନୂଆଁଖାଇ ଅବସରରେ ଛୁଟିଲା ଶୁଭେଚ୍ଛାର ସୁଅ
ଭୁବନେଶ୍ୱର,୨୩/୮(ଓଡିଶା ଭାସ୍କର): ନୂଆଁଖାଇ ଓଡିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । କିନ୍ତୁ କରୋନା ପାଇଁ ଚଳିତ ବର୍ଷ ବେଶି ଧୁମଧାମରେ ଏହାର ପାଳନ କରାଯିବ ନାହିଁ । ଅନ୍ୟପଟେ ଆଜି ରାଜ୍ୟବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିବ ସହ ମୁଖ୍ୟମନ୍ତ୍ରୀ ସଭିଙ୍କୁ ନୂଆଁଖାଇ ଜୁହାର ଜଣାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଜ୍ୟବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ସମସ୍ତଙ୍କର ଉନ୍ନତି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୋଦି। ସେହିପରି ନୂଆଁଖାଇ ଅବସରରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ଲୋକସଭା ବାଚସ୍ପତି ଓମ ବିର୍ଲା ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। The post ନୂଆଁଖାଇ ଅବସରରେ ଛୁଟିଲା ଶୁଭେଚ୍ଛାର ସୁଅ appeared first on Odisha Bhaskar.