ନବମ, ଏକାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ବନ୍ଦ

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏନେଇ ରାଜ୍ୟ ସରକାର ବୁଧବାର ନବମ ଏବଂ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲରେ ମଧ୍ୟ କ୍ଲାସ ବନ୍ଦ ରହିବ। ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଲାସ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହଷ୍ଟେଲ, ଆବାସିକ ସ୍କୁଲରେ ପଢୁଥିବା ପିଲାଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷେ ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ […] The post ନବମ, ଏକାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ବନ୍ଦ appeared first on Dharitri Odia News.

ନବମ, ଏକାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ବନ୍ଦ
ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏନେଇ ରାଜ୍ୟ ସରକାର ବୁଧବାର ନବମ ଏବଂ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲରେ ମଧ୍ୟ କ୍ଲାସ ବନ୍ଦ ରହିବ। ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଲାସ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହଷ୍ଟେଲ, ଆବାସିକ ସ୍କୁଲରେ ପଢୁଥିବା ପିଲାଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷେ ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ ୨୫ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। The post ନବମ, ଏକାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ବନ୍ଦ appeared first on Dharitri Odia News.