ପାଠ ପଢ଼ାନାଁରେ ଛାତ୍ରୀଙ୍କୁ ନିର୍ଯାତନା ଦେଉଥିଲେ ଶିକ୍ଷୟିତ୍ରୀ

ବାସୁଦେବପୁର,୨ା୪: ପାଠ ପଢ଼ାଇବା ଆଳରେ ଛାତ୍ରୀ ତଥା ୨ ଭଉଣୀଙ୍କୁ ଘରେ ରଖି ନିର୍ଯାତନା ଦେବା ଭଳି ଘଟଣା ଭଦ୍ରକ ଜିଲା ବାସୁଦେବପୁର ବ୍ଲକରୁ ସାମ୍ନାକୁ ଆସିଛି। ଛାତ୍ରୀଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ବାସୁଦେବପୁର ଥାନା ପୋଲିସ ଅଢୁଁଆ ନୋଡାଲ ୟୁପିଏମ୍‌ଇ ସ୍କୁଲର ଜଣେ ଶିକ୍ଷୟିତ୍ରୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ପୋଲିସ ଏକ ମାମଲା (ନଂ.୧୦୫/୨୧) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଘରର ଆର୍ଥତ୍କ ସ୍ଥିତି ସ୍ବଚ୍ଛଳ […] The post ପାଠ ପଢ଼ାନାଁରେ ଛାତ୍ରୀଙ୍କୁ ନିର୍ଯାତନା ଦେଉଥିଲେ ଶିକ୍ଷୟିତ୍ରୀ appeared first on Dharitri Odia News.

ପାଠ ପଢ଼ାନାଁରେ ଛାତ୍ରୀଙ୍କୁ ନିର୍ଯାତନା ଦେଉଥିଲେ ଶିକ୍ଷୟିତ୍ରୀ
ବାସୁଦେବପୁର,୨ା୪: ପାଠ ପଢ଼ାଇବା ଆଳରେ ଛାତ୍ରୀ ତଥା ୨ ଭଉଣୀଙ୍କୁ ଘରେ ରଖି ନିର୍ଯାତନା ଦେବା ଭଳି ଘଟଣା ଭଦ୍ରକ ଜିଲା ବାସୁଦେବପୁର ବ୍ଲକରୁ ସାମ୍ନାକୁ ଆସିଛି। ଛାତ୍ରୀଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ବାସୁଦେବପୁର ଥାନା ପୋଲିସ ଅଢୁଁଆ ନୋଡାଲ ୟୁପିଏମ୍‌ଇ ସ୍କୁଲର ଜଣେ ଶିକ୍ଷୟିତ୍ରୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ପୋଲିସ ଏକ ମାମଲା (ନଂ.୧୦୫/୨୧) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଘରର ଆର୍ଥତ୍କ ସ୍ଥିତି ସ୍ବଚ୍ଛଳ ନ ଥିବାରୁ ଦୁଇ ଛାତ୍ରୀଙ୍କୁ ଘରେ ରଖି ପାଠ ପଢ଼ାଇବାର ପ୍ରତିଶ୍ରୁତି ଦେଇଥିଲେ ଶିକ୍ଷୟିତ୍ରୀ। ହେଲେ ଶିକ୍ଷୟିତ୍ରୀ ଜଣକ ପାଠପଢ଼ାରେ ଅବହେଳା କରି ନିର୍ଯାତନା ଦେଉଥିବା ଛାତ୍ରୀଙ୍କ ମା’ ଅଭିଯୋଗ କରିଥିଲେ। The post ପାଠ ପଢ଼ାନାଁରେ ଛାତ୍ରୀଙ୍କୁ ନିର୍ଯାତନା ଦେଉଥିଲେ ଶିକ୍ଷୟିତ୍ରୀ appeared first on Dharitri Odia News.