‘ପରୀ’ ହତ୍ୟା ମାମଲାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ

ଭୁବନେଶ୍ୱର,୨୫ ।୧୧(ଓଡିଶା ଭାସ୍କର): ନୟାଗଡ ଯଦୁପୁର ‘ପରୀ’ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ହେବ । କ୍ରାଇମବ୍ରାଞ୍ଚ ତଦନ୍ତ ନିଷ୍ପତ୍ତି ନେଇ ଗୃହରେ ବିବୃତି ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ଘଟଣାରେ ୩୪ ଜଣ ସନ୍ଦିଗ୍ଧଙ୍କୁ ପଚରାଉଚରା କରାଯାଉଛି । ୪ ଜଣଙ୍କର ପଲିଗ୍ରାଫ ଟେଷ୍ଟ ହୋଇଛି । ପୂର୍ବରୁ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଥିଲା ବୋଲି ମନ୍ତ୍ରୀ କହିଛନ୍ତି । The post ‘ପରୀ’ ହତ୍ୟା ମାମଲାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ appeared first on Odisha Bhaskar.