ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୮୧୦ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୬ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୮୧୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୮୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୨୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୪,୦୩୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 Report […] The post ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୮୧୦ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ? appeared first on Odisha Bhaskar.

ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୮୧୦ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର,୬ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୮୧୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୮୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୨୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୪,୦୩୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 Report For 5th September New Positives Cases: 3810In quarantine: 2286Local contacts: 1524 (Details of local contacts will be shared by concerned Dist Administration) District Wise Cases 1. Angul: 732. Balasore: 1203. Bargarh: 3964. Bhadrak: 1075. Balangir: 43 — I & PR Department, Odisha (@IPR_Odisha) September 6, 2020 22. Mayurbhanj: 14223. Nawarangpur: 7824. Nayagarh: 6225. Nuapada: 9326. Puri: 11727. Rayagada: 10128. Sambalpur: 8329. Sonepur: 10630. Sundargarh: 34 New Recoveries: 3443Cumulative Tested: 2098401Positive: 124031Recovered: 93774Active Cases: 29658 — I & PR Department, Odisha (@IPR_Odisha) September 6, 2020 ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୯୭ ଓ କଟକରୁ ୩୨୨, ଗଞ୍ଜାମରୁ ୧୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । The post ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୮୧୦ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ? appeared first on Odisha Bhaskar.