ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୬୭୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଭୁବନେଶ୍ୱର,୬ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୬୭୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୫୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୮,୦୦୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 […] The post ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୬୭୩ ପଜିଟିଭ ଚିହ୍ନଟ appeared first on Odisha Bhaskar.

ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୬୭୩ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,ଭୁବନେଶ୍ୱର,୬ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୬୭୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୫୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୮,୦୦୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 Report For 5th October New Positives Cases: 2673In quarantine: 1554Local contacts: 1119 (Details of local contacts will be shared by concerned District Administration) District Wise Cases 1. Angul: 1262. Balasore: 703. Bargarh: 684. Bhadrak: 975. Balangir: 93 — I & PR Department, Odisha (@IPR_Odisha) October 6, 2020 ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୪୮ ଓ କଟକରୁ ୨୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 22. Mayurbhanj: 10023. Nawarangpur: 7224. Nayagarh: 3525. Nuapada: 15926. Puri: 12427. Rayagada: 1128. Sambalpur: 7329. Sonepur: 6930. Sundargarh: 8831. State Pool: 86 New Recoveries: 4098Cumulative Tested: 3524242Positive: 238003Recovered: 206400Active Cases: 30610 — I & PR Department, Odisha (@IPR_Odisha) October 6, 2020 The post ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୬୭୩ ପଜିଟିଭ ଚିହ୍ନଟ appeared first on Odisha Bhaskar.