ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୩୧୪୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଭୁବନେଶ୍ୱର,୮ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୧୪୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୨୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୪,୧୪୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 […] The post ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୩୧୪୪ ପଜିଟିଭ ଚିହ୍ନଟ appeared first on Odisha Bhaskar.

ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୩୧୪୪ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,ଭୁବନେଶ୍ୱର,୮ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୧୪୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୨୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୪,୧୪୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 Report For 7th October New Positives Cases: 3144In quarantine: 1825Local contacts: 1319 (Details of local contacts will be shared by concerned District Administration) District Wise Cases 1. Angul: 1282. Balasore: 723. Bargarh: 944. Bhadrak: 1015. Balangir: 86 — I & PR Department, Odisha (@IPR_Odisha) October 8, 2020 ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬୨ ଓ କଟକରୁ ୨୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 22. Mayurbhanj: 11523. Nawrangpur: 10724. Nayagarh: 5825. Nuapada: 11426. Puri: 12227. Rayagada: 2928. Sambalpur: 13629. Sonepur: 8630. Sundargarh: 10531. State Pool: 130 New Recovery: 3455Cumulative Tested: 3619509Positive: 244142Recovered: 213672Active Case: 29443 — I & PR Department, Odisha (@IPR_Odisha) October 8, 2020 The post ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୩୧୪୪ ପଜିଟିଭ ଚିହ୍ନଟ appeared first on Odisha Bhaskar.