ଭିଜିଲାନ୍ସ ପଞ୍ଝାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ୱତନ୍ତ୍ର ସଚିବ, ଅଜୟ କୁମାର ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଚଢାଉ

ଭୁବନେଶ୍ୱର ୧୨।୦୮: ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଏକକାଳୀନ ୫ଟି ସ୍ଥାନରେ ରେଡ୍‌  ଜାରି ରଖିଛି ଭିଜିଲାନ୍ସ ଟିମ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ […]

ଭିଜିଲାନ୍ସ ପଞ୍ଝାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ୱତନ୍ତ୍ର ସଚିବ, ଅଜୟ କୁମାର ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଚଢାଉ
ଭୁବନେଶ୍ୱର ୧୨।୦୮: ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଏକକାଳୀନ ୫ଟି ସ୍ଥାନରେ ରେଡ୍‌  ଜାରି ରଖିଛି ଭିଜିଲାନ୍ସ ଟିମ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଟିମ୍‌ । ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଟଙ୍କପାଣି ରୋଡ୍‌, ପଟିଆରେ ଥିବା ଫ୍ଲାଟ୍‌, ବାଲେଶ୍ବରରେ ଥିବା ୨ ମହଲା ଘର ,  ନୂଆଗାଁରେ ଥିବା ଘର ଓ ପୁରୀରେ ଥିବା ଏକ ଫ୍ଲାଟ୍‌ରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି ।