ମାସେ ପାଇଁ ସ୍ଥଗିତ ହେଲା ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ଭୋପାଳ,୧୪।୪: ମଧ୍ୟପ୍ରଦେଶରେ କରୋନା ସଂକ୍ରମଣ ପ୍ରକୋପ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ମାସେ ପାଇଁ ସ୍ଥଗିତ ରଖାଯାଇଛି। ଏନେଇ ମଧ୍ୟପ୍ରଦେଶ ସ୍କୁଲ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। The post ମାସେ ପାଇଁ ସ୍ଥଗିତ ହେଲା ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା appeared first on Dharitri Odia News.