ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୮୦୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ରାଜ୍ୟରେ କରୋନା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ୧୧,୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୧ କ୍ୱାରାଣ୍ଟାଇନ୍‌ର ହୋଇଥିବା ବେଳେ ୫,୧୯୪ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। The post ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୮୦୫ ଆକ୍ରାନ୍ତ ଚିହ୍ନଟ appeared first on Dharitri Odia News.