ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୫ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ବିଧାୟକଙ୍କଠାରୁ ଆରମ୍ଭ କରି ସାଂସଦ, ମନ୍ତ୍ରୀ କରୋନା ରେ ଆକ୍ରାନ୍ତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା କରୋନା କବଜାକୁ ଆସିଛନ୍ତି । ଏହାସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଆଗାମୀ ୧୫ଦିନର କାର୍ଯ୍ୟକ୍ରମକୁ ମଧ୍ୟ ସେ ବାତିଲ କରିଛନ୍ତି । The post ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା କରୋନା ଆକ୍ରାନ୍ତ appeared first on Odisha Bhaskar.