ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଶହ ଶହ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି କାରୋନାଜନିତ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୪, ଖୋର୍ଦ୍ଧାରୁ ୨, ନୟାଗଡ଼ ୧, ରାୟଗଡ଼ା ୧, ସମ୍ବଲପୁର ୧ ଓ ସୁନ୍ଦରଗଡ଼ର ଜଣେ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ […] The post ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା appeared first on Dharitri Odia News.

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଶହ ଶହ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି କାରୋନାଜନିତ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୪, ଖୋର୍ଦ୍ଧାରୁ ୨, ନୟାଗଡ଼ ୧, ରାୟଗଡ଼ା ୧, ସମ୍ବଲପୁର ୧ ଓ ସୁନ୍ଦରଗଡ଼ର ଜଣେ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। The post ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା appeared first on Dharitri Odia News.