ରାଜ୍ୟରେ ଆଉ ୮ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪ଜଣ, ନୟାଗଡ଼, ଖୋର୍ଦ୍ଧା, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । Regret to […] The post ରାଜ୍ୟରେ ଆଉ ୮ଜଣଙ୍କ ଜୀବନ ନେଲା କରୋନା appeared first on Odisha Bhaskar.

ରାଜ୍ୟରେ ଆଉ ୮ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୩୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪ଜଣ, ନୟାଗଡ଼, ଖୋର୍ଦ୍ଧା, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । Regret to inform the demise of eight Covid positive patients while under treatment in hospitals. 1. An 81-year old male of Ganjam district who was also suffering from Diabetes. — H & FW Dept Odisha (@HFWOdisha) July 31, 2020 7. A 45-year old male of Ganjam district. 8. A 73-year old male of Ganjam district who was also suffering from Parkinsonism, Coronary Artery Disease, Diabetes & Hypertension. — H & FW Dept Odisha (@HFWOdisha) July 31, 2020 The post ରାଜ୍ୟରେ ଆଉ ୮ଜଣଙ୍କ ଜୀବନ ନେଲା କରୋନା appeared first on Odisha Bhaskar.