ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା: ଆଜି ଚିହ୍ନଟ ହେଲେ ୧୨୮୨ ପଜିଟିଭ୍

ଭୁବନେଶ୍ୱର, ୯ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୧୨୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୫୫ ଓ ସ୍ଥାନୀୟ ଅଞ୍ଚଳରୁ ୫୨୭ ଜଣ ଚିହ୍ନଟ ହୋଇଛନ୍ତି । Covid-19 Report For 8th April New Positive Cases: 1282In quarantine: […] The post ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା: ଆଜି ଚିହ୍ନଟ ହେଲେ ୧୨୮୨ ପଜିଟିଭ୍ appeared first on Odisha Bhaskar.

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା: ଆଜି ଚିହ୍ନଟ ହେଲେ ୧୨୮୨ ପଜିଟିଭ୍
ଭୁବନେଶ୍ୱର, ୯ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୧୨୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୫୫ ଓ ସ୍ଥାନୀୟ ଅଞ୍ଚଳରୁ ୫୨୭ ଜଣ ଚିହ୍ନଟ ହୋଇଛନ୍ତି । Covid-19 Report For 8th April New Positive Cases: 1282In quarantine: 755Local contacts: 527 (Details of local contacts will be shared by concerned District Administration) District Wise Cases: 1. Angul: 492. Balasore: 103. Bargarh: 844. Bhadrak: 245. Balangir: 45 — I & PR Department, Odisha (@IPR_Odisha) April 9, 2021 ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୬ ହଜାର ୮୦୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୮ ହଜାର ୮୯୦ ରହିଥିବା ବେଳେ ୫୯୪୧ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 22. Nayagarh: 1023. Nuapada: 8224. Puri: 2825. Rayagada: 1526. Sambalpur: 8227. Sonepur: 1228. Sundargarh: 22429. State Pool: 45 New recoveries: 228Cumulative tested: 9304712Positive: 346808Recovered: 338890Active cases: 5941 — I & PR Department, Odisha (@IPR_Odisha) April 9, 2021 The post ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା: ଆଜି ଚିହ୍ନଟ ହେଲେ ୧୨୮୨ ପଜିଟିଭ୍ appeared first on Odisha Bhaskar.