ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୬୩ କରୋନା ସଂକ୍ରମିତ, ୩୨୬୫୯୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର ୨୧।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୫୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୨୭ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୦ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି । Covid-19 Report For 20th DecemberNew Positive Cases: 363In quarantine: 208Local contacts: 155(Details of local contacts will be shared by concerned District Administration)District Wise Cases:1. Angul: 232. Balasore: 203. Bargarh: 114. Bhadrak: 75. Balangir: 8— I & PR Department, Odisha (@IPR_Odisha) December 21, 2020 6. Boudh: 37. Cuttack: 228. Dhenkanal: 19. Gajapati: 110. Ganjam: 511. Jagatsinghpur: 112. Jajpur: 1313. Jharsuguda: 1214. Kalahandi: 715. Kendrapada: 1016. Keonjhar: 1217. Khurda: 5018. Koraput: 119. Malkangiri: 220. Mayurbhanj: 1721. Nawarangpur: 3— I & PR Department, Odisha (@IPR_Odisha) December 21, 2020 22. Nayagarh: 223. Nuapada: 724. Puri: 2725. Sambalpur: 3526. Sonepur: 127. Sundargarh: 5028. State Pool: 12New recoveries: 338Cumulative tested: 6635980Positive: 326596Recovered: 321647Active cases: 3057— I & PR Department, Odisha (@IPR_Odisha) December 21, 2020 ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୬୫୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୧୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୬୩୫୯୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।