ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୯୧ କୋଭିଡ୍ ପଜିଟିଭ୍, ୩୪୪୬୪୭ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା
ଭୁବନେଶ୍ବର ୦୭।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୪୬୪୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୩୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 6th AprilNew Positive Cases: 791In quarantine: 459Local contacts: 332(Details of local contacts will be shared by concerned District Administration)District Wise Cases:1. Angul: 172. Balasore: 63. Bargarh: 484. Bhadrak: 105. Balangir: 14— I & PR Department, Odisha (@IPR_Odisha) April 7, 2021
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ
22. Nawarangpur: 2323. Nayagarh: 724. Nuapada: 3125. Puri: 4326. Rayagada: 1427. Sambalpur: 4528. Sonepur: 729. Sundargarh: 14730. State Pool: 27New recoveries: 266Cumulative tested: 9244574Positive: 344647Recovered: 338416Active cases: 4255— I & PR Department, Odisha (@IPR_Odisha) April 7, 2021
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୪୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୫୫ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୪୪୫୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।