ରାଜ୍ୟର ୩୦ ଜିଲ୍ଲାରୁ ୧୨୦୧ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?

ଭୁବନେଶ୍ୱର,୩।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୦୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୪,୪୧୫ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି […] The post ରାଜ୍ୟର ୩୦ ଜିଲ୍ଲାରୁ ୧୨୦୧ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ? appeared first on Odisha Bhaskar.

ରାଜ୍ୟର ୩୦ ଜିଲ୍ଲାରୁ ୧୨୦୧ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?
ଭୁବନେଶ୍ୱର,୩।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୦୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୪,୪୧୫ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 Report For 2nd November New zpositive Cases: 1201In quarantine: 697Local Contacts: 504 (Details of local contacts will be shared by concerned District Administration) District Wise Cases: 1. Angul: 492. Balasore: 483. Bargarh: 584. Bhadrak: 275. Balangir: 52 — I & PR Department, Odisha (@IPR_Odisha) November 3, 2020 ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 22. Mayurbhanj: 7323. Nawarangpur: 2424. Nayagarh: 1425. Nuapada: 5726. Puri: 4327. Rayagada: 1528. Sambalpur: 3129. Sonepur: 2430. Sundargarh: 6731. State Pool: 24 New recoveries: 1527Cumulative tested: 4687272Positive: 294415Recovered: 279091Active cases: 13919 — I & PR Department, Odisha (@IPR_Odisha) November 3, 2020 The post ରାଜ୍ୟର ୩୦ ଜିଲ୍ଲାରୁ ୧୨୦୧ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ? appeared first on Odisha Bhaskar.