ରାଜ୍ୟର ୩୦ ଜିଲ୍ଲାରୁ ୧୬୩୩ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?

ଭୁବନେଶ୍ୱର,୨୫।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୬୩୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୫୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୭୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୧,୨୧୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । […] The post ରାଜ୍ୟର ୩୦ ଜିଲ୍ଲାରୁ ୧୬୩୩ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ? appeared first on Odisha Bhaskar.

ରାଜ୍ୟର ୩୦ ଜିଲ୍ଲାରୁ ୧୬୩୩ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?
ଭୁବନେଶ୍ୱର,୨୫।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୬୩୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୫୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୭୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୧,୨୧୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 Report For 24th October New Positive Cases: 1633In quarantine: 955Local contacts: 678 (Details of local contacts will be shared by concerned District Administration) District Wise Cases: 1. Angul: 1002. Balasore: 263. Bargarh: 534. Bhadrak: 215. Balangir: 80 — I & PR Department, Odisha (@IPR_Odisha) October 25, 2020 ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୮ , କଟକରୁ ୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 22. Mayurbhanj: 4223. Nawarangpur: 4124. Nayagarh: 2325. Nuapada: 8926. Puri: 5827. Rayagada: 1128. Sambalpur: 3229. Sonepur: 2230. Sundargarh: 10631. State Pool: 31 New recoveries: 2613Cumulative Tested: 4318075Positive: 281215Recovered: 262031Active Cases: 17886 — I & PR Department, Odisha (@IPR_Odisha) October 25, 2020 The post ରାଜ୍ୟର ୩୦ ଜିଲ୍ଲାରୁ ୧୬୩୩ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ? appeared first on Odisha Bhaskar.