ରାଶିଫଳ (ରବିବାର,୬ ଡିସେମ୍ବର ୨୦୨୦)

ମେଷ -ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ । ବୃଷ -ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚେ଼ଷ୍ଟା କରିବେ । ଦିନ ସରିଲେ […] The post ରାଶିଫଳ (ରବିବାର,୬ ଡିସେମ୍ବର ୨୦୨୦) appeared first on Odisha Bhaskar.

ରାଶିଫଳ (ରବିବାର,୬ ଡିସେମ୍ବର ୨୦୨୦)
ମେଷ -ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ । ବୃଷ -ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚେ଼ଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ । ମିଥୁନ -ଆଜି ଆପଣ ଉଭୟ ଶାରିରୀକ ଓ ମାନସିକ ରୂପେ ସୁସ୍ଥ ରହିବେ । ଘର ହେଉ ବା କାର୍ଯ୍ୟକ୍ଷେତ୍ର , ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ୱ ସମସ୍ତଙ୍କୁ ଖୁସି କରିଦେବ । କର୍କଟ -ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ । ସିଂହ -ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ । କନ୍ୟା-ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍‌, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ । ତୁଳା -ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ । ବିଛା -ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ । ଧନୁ -ଆଜି ଆପଣଙ୍କ ଘରୋଇ ଜୀବନରେ କିଛି ଉତଥାନ ପତ୍ତନ ହେବାର ଅଛି । କିନ୍ତୁ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହା ହେବ ଭଲ ହେବ । ଘରକୁ ଅତିଥି ଆସିବେ ଏବଂ ଖୁସି ବଢ଼ିବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚିତ୍ । ମକର -ଆଜି ଆପଣଙ୍କ ଆତ୍ମବିଶ୍ୱାସ ଖୁବ୍ ଉଚ୍ଚରେ ରହିବ । ଆପଣଙ୍କର ଖୁବ୍ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସାଭାଜନ ହୋଇଛନ୍ତି । ଏହି ପ୍ରକାର କାର୍ଯ୍ୟ ଦକ୍ଷତାକୁ ଚିନ୍ତା କରି ଆପଣ ସମାଧାନ କରିପାରିନଥିବା ସମସ୍ୟାର ସମାଧାନ ପନ୍ଥା ବାହାର କରନ୍ତୁ । କୁମ୍ଭ -ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ । ମୀନ -ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ । ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ । ଆଗକୁ ବଢ଼ନ୍ତୁ ଏବଂ ଏହି ଅନୁଭବର ମଜ୍ଜା ନିଅନ୍ତୁ । ଜ୍ୟୋର୍ତିବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ (ଏମ୍ କମ୍‌,ଏମ.ବି.ଏ) ସେକ୍ଟର-୩/୩୦୯, ନିଳାଦ୍ରୀବିିହାର, ଭୁବନେଶ୍ୱର-୨୧ ମୋ: ୯୪୩୮୩୮୯୦୩୯ The post ରାଶିଫଳ (ରବିବାର,୬ ଡିସେମ୍ବର ୨୦୨୦) appeared first on Odisha Bhaskar.