ସାବଧାନ୍! ୧୪ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ, ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୨ ।୭(ଓଡିଶା ଭାସ୍କର): ରାଜ୍ୟର ୧୪ଟି ଜିଲ୍ଲା ପାଇଁ ୟୋଲେ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୫ଟି ଜିଲ୍ଲା ମଧ୍ୟରେ ସାମିଲ ରହିଛି- ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ । ଅନ୍ୟପଟେ ରାଜ୍ୟର ୯ଟି ଜିଲ୍ଲାରେ ଘୂର୍ଣ୍ଣିଝଡ ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୯ଟି ଜିଲ୍ଲାଗୁଡିକ […] The post ସାବଧାନ୍! ୧୪ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ, ପ୍ରବଳ ବର୍ଷିବ appeared first on Odisha Bhaskar.

ସାବଧାନ୍! ୧୪ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ, ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୨ ।୭(ଓଡିଶା ଭାସ୍କର): ରାଜ୍ୟର ୧୪ଟି ଜିଲ୍ଲା ପାଇଁ ୟୋଲେ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୫ଟି ଜିଲ୍ଲା ମଧ୍ୟରେ ସାମିଲ ରହିଛି- ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ । ଅନ୍ୟପଟେ ରାଜ୍ୟର ୯ଟି ଜିଲ୍ଲାରେ ଘୂର୍ଣ୍ଣିଝଡ ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୯ଟି ଜିଲ୍ଲାଗୁଡିକ ହେଉଛି-କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ସୁନ୍ଦରଗଡ । ଏହି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘୂର୍ଣ୍ଣିଝଡର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି । The post ସାବଧାନ୍! ୧୪ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ, ପ୍ରବଳ ବର୍ଷିବ appeared first on Odisha Bhaskar.