ସୋମବାର ରାଶିଫଳ : କାର୍ଯ୍ୟରେ ସଫଳତା ଲାଭ କରିବେ, ବ୍ୟବସାୟରେ କାରବାର ବୃଦ୍ଧି ହୋଇପାରେ

ମେଶ – ମିଳିମିଶି କାର୍ଯ୍ୟ କରିବାର ସୁଯୋଗ ପାଇବେ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।ରୋଗୀ- ସୁସ୍ଥ ଅନୁଭବ କରିବେ ।ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।କର୍ମଜୀବି- ଅର୍ଥ ମିଳିବ ।ବ୍ୟବସାୟୀ- ସଫଳତା ମିଳିବ ।ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।ବୃଷ – କାର୍ଯ୍ୟରେ ସଫଳତା ଲାଭ କରିବେ । ଆୟ ଆଶାନୁରୂପ ହେବ । ଥଣ୍ଡା କଫରେ ପୀଡିତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।କର୍ମଜୀବି- ଅର୍ଥ ହାନୀ ହେବ ।ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।ରୋଗୀ- ଅସୁସ୍ଥ ଅନୁଭବ କରିବେ ।ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।ମିଥୁନ - ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଅଧିକ ପରିଶ୍ରମର ସମ୍ମୁଖୀନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।ଚାଷୀ- ଜଳ ସଞ୍ଚୟ କରନ୍ତୁ ।ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।କର୍ମଜୀବି- ଅର୍ଥ ହାନୀ ହେବ ।ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ । କର୍କଟ- ଆୟ ବୃଦ୍ଧି ଘଟିବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । କୁଳଦୀପକ ହେବେ । ମନପ୍ରସନ୍ନ ରହିବ । ଶରିରୀ ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।ଗୃହିଣୀ- ସୁଖ ଅନୁଭବ କରିବେ ।ବ୍ୟବସାୟୀ- ଅର୍ଥ ହାନୀ ହେବ ।କର୍ମଜୀବି- ସମ୍ମାନିତ ହେବେ ।ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।ସିଂହ – ମିଳିଥିବା ସାହାର୍ଯ୍ୟର ଯଥାର୍ଥ ଉପଯୋଗ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ ବିଳାସରେ ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।ବ୍ୟବସାୟୀ- ଅର୍ଥ ଲାଭ ହେବ ।ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।କନ୍ୟା – ବାତାବରଣ ଅନୁକୂଳ ରହିବ । ମିତ୍ରତା ବୃଦ୍ଧି ପାଇବ । କାର୍ଯ୍ୟରେ ସଫଳତା ପାଇବାକୁ ହେଲେ ଈର୍ଷା ସମ୍ବରଣ କରିବାକୁ ପଡିବ । ସ୍ୱାଭିମାନୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।ଗୃହିଣୀ- ସୁଖଭାରା ଦିନଟି ।ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ । ତୁଳା – ସୁସ୍ଥ ନିରାମୟ ରହିବେ । ନିରୁତ୍ସାହୀ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସେବା ମନୋବୃତ୍ତି ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।ଛାତ୍ରଛାତ୍ରୀ- ବିଜ୍ଞ ହେବେ ।କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।ବିଛା – ଶାନ୍ତି ଓ ସନ୍ତୋଷ ମିଳିବ । ସମ୍ମାନକୁ ଜଗି ଚଳିବାକୁ ପଡିବ । ଭାଇମାନଙ୍କ ଉପରେ ସ୍ନେହ,ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।ବ୍ୟବସାୟୀ- ସ୍ୱାଭିମାନୀ ହେବେ ।କର୍ମଜୀବି- ଜଳଯାତ୍ରା ମନା ।ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।ଧନୁ – ବ୍ୟବସାୟରେ କାରବାର ବୃଦ୍ଧି ହୋଇପାରେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆପଣଙ୍କର ସପକ୍ଷରେ ଲଟେରିର ଫଳାଫଳ ଯାଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ । ମକର – ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ପାଇପାରନ୍ତି । ମନୋବଳ ଦୃଢ ରହିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଧର୍ମକୁ ଶ୍ରେୟ ମଣିବେ । କୃଷି କର୍ମକାରୀ ଓ ବୁଦ୍ଧିମାନ୍ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।ଚାଷୀ- ଶ୍ରମ ସାର୍ଥକ ହେବ ।କୁମ୍ଭ - ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ । ମନରେ ଉଦ୍ୱେଗ ଜାତ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।ଗୃହିଣୀ- ସୁଖୀ ହେବେ ।ମୀନ - ମୋହରେ ପଡି ଅପଦସ୍ତ ହୋଇପାରନ୍ତି । ସୁଖ-ସମ୍ମାନ ମିଳିପାରେ । ଭାଗ୍ୟଶାଳୀ ହେବେ । ପର ଦେଶବାସୀ ,ମଧୁରଭାଷୀ,ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।କର୍ମଜୀବି- କରତ୍‌କର୍ମା ହେବେ ।ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।