ସହିଦ ବାଜି ରାଉତ ଜୟନ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଜଂଳି

ଭୁବନେଶ୍ୱର- ଆଜି ହେଉଛି ଦେଶର ସର୍ବକନିଷ୍ଠ ସହିଦ ବାଜି ରାଉତଙ୍କ ଜୟନ୍ତୀ । ଓଡିଆ ମାଟିର ଏହି ଅମର ସହିଦଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କୁ ଶ୍ରଦ୍ଧାଜଂଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାଧୀନତା ପାଇଁ ମାତ୍ର ୧୨ ବର୍ଷ ବୟସରେ ପ୍ରାଣବଳୀ ଦେଇଥିବା ଏହି ଅମର ବୀରଙ୍କ ତ୍ୟାଗ ଓ ବୀରତ୍ୱ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । The post ସହିଦ ବାଜି ରାଉତ ଜୟନ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଜଂଳି appeared first on The News Room.