ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡିଆ ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଜଂଳି

ଭୁବନେଶ୍ୱର- ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡିଆ ସହିଦ, କ୍ରାନ୍ତିକାରୀ ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଆଜି ପାଳନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୟୀ ରାଜଗୁରୁଙ୍କ ସ୍ମୃତିଚାରଣ କରି ତାଙ୍କୁ ଶ୍ରଦ୍ଧାଜଂଳି ଦେଇଛନ୍ତି । ଜୟୀ ରାଜଗୁରୁଙ୍କ ଅସାଧାରଣ ଦେଶପ୍ରେମ, ନିର୍ଭୀକ ସଂଗ୍ରାମୀ ଜୀବନ ଓ ଅସୀମ ତ୍ୟାଗ ସର୍ବଦା ସ୍ମରଣୀୟ ଏବଂ ପ୍ରେରଣାଦାୟୀ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । The post ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡିଆ ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଜଂଳି appeared first on The News Room.