ହାଇକୋର୍ଟରେ ସତ୍ୟପାଠ ପରେ ପ୍ରଥମଥର ପାଇଁ ପୁରୀରେ ପହଞ୍ଚିଲେ ଏଏସଆଇ ସୁପରିଟେଣ୍ଡେଣ୍ଟ, ବୈଠକରେ ଯୋଗଦେବେ

ପୁରୀ, ୧୩/୦୫:  ଶ୍ରୀମନ୍ଦିରରେ ଏଏସଆଇ ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଓ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ।  ଏଏସଆଇର ହାଇକୋର୍ଟରେ ସତ୍ୟପାଠ ପରେ ପ୍ରଥମଥର ପାଇଁ ଏଏସଆଇ ସୁପରିଟେଣ୍ଡେଣ୍ଟ ପୁରୀରେ ପହଞ୍ଚିଛନ୍ତି  । ଏଏସଆଇ ଆୟୋଜିତ ବୈଠକରେ ସୁପରିଟେଣ୍ଡେଣ୍ଟ ଯୋଗଦେବା ନେଇ ଜଣାପଡ଼ିଛି । ଯାତ୍ରୀ ପରିକ୍ରମା ମାର୍ଗ କାର୍ଯ୍ୟ ଅନୁଧ୍ୟାନ କରିବା ସମ୍ଭାବନା ରହିଛି ।