୨୯ରେ ଆଉ ଏକ ଲଘୁଚାପ !

ଭୁବନେଶ୍ୱର,୨୫ ।୧୦(ଓଡିଶା ଭାସ୍କର): ନିକଟରେ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଡିପ୍ରେସନ ଦୁର୍ବଳ ହୋଇଥିବା ବେଳେ ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଅକ୍ଟୋବର ୨୯ ଆଡ଼କୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେହିପରି ଅକ୍ଟୋବର ୨୯ ଯାଏ ରାଜ୍ୟରେ ପାଣିପାଗ କେମିତି ରହିବ ସେନେଇ ପାଣିପାଗ […] The post ୨୯ରେ ଆଉ ଏକ ଲଘୁଚାପ ! appeared first on Odisha Bhaskar.

୨୯ରେ ଆଉ ଏକ ଲଘୁଚାପ !
ଭୁବନେଶ୍ୱର,୨୫ ।୧୦(ଓଡିଶା ଭାସ୍କର): ନିକଟରେ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଡିପ୍ରେସନ ଦୁର୍ବଳ ହୋଇଥିବା ବେଳେ ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଅକ୍ଟୋବର ୨୯ ଆଡ଼କୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେହିପରି ଅକ୍ଟୋବର ୨୯ ଯାଏ ରାଜ୍ୟରେ ପାଣିପାଗ କେମିତି ରହିବ ସେନେଇ ପାଣିପାଗ ବିଭାଗ ଆକଳନ କରିଛି। The post ୨୯ରେ ଆଉ ଏକ ଲଘୁଚାପ ! appeared first on Odisha Bhaskar.