୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି

ଭୁବନେଶ୍ୱର,୧୫ ।୯(ଓଡିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୩ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ବାଲେଶ୍ୱର ସୁବର୍ଣ୍ଣରେଖା ନଦୀରେ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି । ସେତୁ ନିର୍ମାଣ ପାଇଁ ୧୩୮ କୋଟି ୭୪ ଲକ୍ଷ ୪୮ ହଜାର ଟଙ୍କା ବଜେଟ ହୋଇଛି । ୩୦ ମାସ ଭିତରେ ସେତୁ ନିର୍ମାଣ କାମ ଶେଷ ହେବ । ବାଲିପାଳ-ଭୋଗରାଇ ମଧ୍ୟରେ ଯାତାୟତର ସୁବିଧା ହେବ । ଏହା […] The post ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି appeared first on Odisha Bhaskar.

୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି
ଭୁବନେଶ୍ୱର,୧୫ ।୯(ଓଡିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୩ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ବାଲେଶ୍ୱର ସୁବର୍ଣ୍ଣରେଖା ନଦୀରେ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି । ସେତୁ ନିର୍ମାଣ ପାଇଁ ୧୩୮ କୋଟି ୭୪ ଲକ୍ଷ ୪୮ ହଜାର ଟଙ୍କା ବଜେଟ ହୋଇଛି । ୩୦ ମାସ ଭିତରେ ସେତୁ ନିର୍ମାଣ କାମ ଶେଷ ହେବ । ବାଲିପାଳ-ଭୋଗରାଇ ମଧ୍ୟରେ ଯାତାୟତର ସୁବିଧା ହେବ । ଏହା ସହ ଓଡିଶା ଦ୍ରବ୍ୟ ଓ ସେବା କର ଅଧ୍ୟାଦେଶରେ ସଂଶୋଧନକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରି । ପ୍ରସ୍ତାବିତ ବିଧେୟକ ମାଧ୍ୟମରେ ପଞ୍ଜିକୃତ ଟିକସଦାତା ଉପକୃତ ହେବେ । କର ପ୍ରଶାସକମାନେ ଜିଏସଟି କାର୍ଯ୍ୟକୁ ସୁଚାର ରୂପେ ତୁଲାଇ ପାରିବେ । ଓଡିଶା ସ୍ଥାନୀୟ ପାଣ୍ଠି ସମୀକ୍ଷା ଅଧିନିୟମରେ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରି ମଳିଛି । ଏ The post ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି appeared first on Odisha Bhaskar.