୫ ଜିଲାରେ କୁଆପଥର ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୮।୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲାରେ ବଜ୍ରପାତ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହିତ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ପବନର ବେଗ ୩୦-୪୦ କିଲୋମିଟର ରହିବ। ଗଞ୍ଜାମ ଏବଂ କେନ୍ଦ୍ରାପଡ଼ା ଜିଲାର କିଛି ଅଞ୍ଚଳ ପ୍ରଭାବିତ ହୋଇପାରେ। ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ନୟାଗଡ଼, ଝାରସୁଗୁଡ଼ା ଆଦି ଜିଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା […] The post ୫ ଜିଲାରେ କୁଆପଥର ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ appeared first on Dharitri Odia News.

୫ ଜିଲାରେ କୁଆପଥର ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୮।୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲାରେ ବଜ୍ରପାତ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହିତ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ପବନର ବେଗ ୩୦-୪୦ କିଲୋମିଟର ରହିବ। ଗଞ୍ଜାମ ଏବଂ କେନ୍ଦ୍ରାପଡ଼ା ଜିଲାର କିଛି ଅଞ୍ଚଳ ପ୍ରଭାବିତ ହୋଇପାରେ। ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ନୟାଗଡ଼, ଝାରସୁଗୁଡ଼ା ଆଦି ଜିଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନାରୁ ଜଣାପଡ଼ିଛି। ଏଥିମଧ୍ୟରୁ କେତେକ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। The post ୫ ଜିଲାରେ କୁଆପଥର ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ appeared first on Dharitri Odia News.